ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।
ଅପାରଶକ୍ତି ସ୍ତ୍ରୀଙ୍କ ସହ ନିଜର ଫଟୋ ଶେୟାର କରି ଲକ୍ଡାଉନ୍ରେ କାମ ତ ହୋଇପାରିରଲା ନାହିଁ,ଶେଷରେ ପରିବାର ବଢ଼ାଇବାକୁ ନିଷ୍ପତ୍ତି ନେଲୁ ବୋଲି ସେ ଲେଖିଛନ୍ତି। ଏହାପରେ ବଲିଉଡ୍ କଳାକାରମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
କହିରଖୁଛୁ, ଆମିର ଖାନ୍ଙ୍କ ‘ଦଙ୍ଗଲ’ରେ ଡେବ୍ୟୁ କରିଥିଲେ ଅପାରଶକ୍ତି। ଏହାପରେ ସେ ବଦ୍ରିନାଥ କି ଦୁଲହନିଆ,ସ୍ତ୍ରୀ, ଲୁକା ଛୁପ୍ପି, ବାଲା ଭଳି ଅନେକ ଫିଲ୍ମରେ ଦମ୍ଦାର ଅଭିନୟ କରି ନିଜକୁ ପ୍ରମାଣିତ କରିଛନ୍ତି। ବ୍ୟକ୍ତିଗତ ଜୀବନ ଦେଖିଲେ ସେ ଡେବ୍ୟୁ ପୂର୍ବରୁ ଆକୃତି ଆହୁଜାଙ୍କୁ ବିବାହ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.