E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ, ମେଟ୍ରୋ, ରାଜ୍ୟ

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
6:48 pmJune 17, 2021

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତପୁଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ତାଙ୍କ ଆଶୁ ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି। ଏ ନେଇସେ ସୋସିଆଲ ମିଡିଆରେ ତପୁଙ୍କ ସହିତ ତାଙ୍କର ଏକ ଫଟୋ ଶେୟାର କରି ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ପ୍ରାୟ ମାସକ ତଳେ ତପୁ କରୋନାରେ ଆକ୍ରାନ୍ତ ହୋଇ ଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହାରି ଭିତରେ ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନାହିଁ ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ, ମେଟ୍ରୋ, ରାଜ୍ୟ View All

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ...

ଭିକି-କ୍ୟାଟ୍ରିନାଙ୍କ ପ୍ରେମ ସମ୍ପର୍କକୁ ସତ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ପ୍ରେମସମ୍ପର୍କକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ହେଉଛି। ତେବେ ଉଭୟ ଏହି ସମ୍ପର୍କ ବିଷୟରେ ଏପର୍ଯ୍ୟନ୍ତ ବିଧିବଦ୍ଧ...

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...

ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ...

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...

ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…

ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ...

ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ
Next Post Next post:
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts