E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…
12:43 pmJune 26, 2021June 27, 2021

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅର୍ଜୁନ ବଲିଉଡର କପୁର ପରିବାରର ପୁଅ, ଯାହାଙ୍କ ପରିବାର ସଦସ୍ୟ ପ୍ରାୟ ସମସ୍ତେ ଫିଲ୍ମରେ ଅଛନ୍ତି। ତାଙ୍କ ପିତା ବୋନି କପୁର ଜଣେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ହୋଇଥିବାବେଳେ ଦାଦା ଅନିଲ କପୁର ବଲିଉଡର ଅନ୍ୟତମ ଲୋକପ୍ରିୟ ଚଳଚ୍ଚିତ୍ର ଅଭିନେତା ଅଟନ୍ତି। ଅର୍ଜୁନଙ୍କ ଭଉଣୀ ସୋନମ ଏବଂ ଜାହ୍ନଭୀ କପୁର ମଧ୍ୟ ଚଳଚ୍ଚିତ୍ରରେ ଅଭିନୟ କରନ୍ତି। ଅର୍ଜୁନ କପୁର ଫିଲ୍ମ ‘ଇସ୍କଜ୍ୟାଦେ’ରେ ୨୦୧୨ ବଲିଉଡରେ ଡେବ୍ୟୁ କରିଥିଲେ। ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା ତେବେ ଏହି ସ୍ବତନ୍ତ୍ର ଅବସରରେ ଜାଣନ୍ତୁ ଅର୍ଜୁନଙ୍କ ସମ୍ପର୍କିତ କିଛି ଅଜଣା କଥା।
ଅର୍ଜୁନ ଫିଲ୍ମ ଅପେକ୍ଷା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ମଲାଇକାଙ୍କୁ ଡେଟ୍‌ କରୁଥିବା ଅର୍ଜୁନ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସଲମାନ ଖାନଙ୍କ ଭଉଣୀ ଅର୍ପିତାଙ୍କୁ ଡେଟ୍‌ କରିଥିଲେ। ଉଭୟଙ୍କ ପରସ୍ପର ପ୍ରତି ଗଭୀର ପ୍ରେମ ଥିଲା। ଅର୍ଜୁନ ମଧ୍ୟ ଅର୍ପିତାଙ୍କୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ। ତେବେ ସେମାନଙ୍କ ସମ୍ପର୍କ କେବଳ ଦୁଇ ବର୍ଷ ପର୍ଯ୍ୟନ୍ତ ରହିଥିଲା। ହେଲେ ସେମାନଙ୍କର ବ୍ରେକଅପ୍‌ ହେବାର କାରଣ କ’ଣ ଥିଲା, ତାହା ଆଜି ପର୍ଯ୍ୟନ୍ତ ଜଣା ପଡିନାହିଁ ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି

ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍‌ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…

ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍‌ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ
Next Post Next post:
ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts