E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
6:34 pmJune 23, 2021

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ନାବାଳକ ହେଲେ ବେଣୁଧର ସାହୁ(୧୬), ଦୀପକ କୁମାର ହାଂସଦା(୧୭), ରିତେଶ ସାହୁ(୧୭), ଦିପ୍ତିରଞ୍ଜନ ହାଂସଦା(୧୬)। ସେମାନେ ସମସ୍ତେ ଆନନ୍ଦପୁରସ୍ଥିତ ମାମୁ ଘରକୁ ବୁଲିବାକୁ ଆସିଥିଲେ।
ଆନନ୍ଦପୁର ଡଙ୍ଗାଘାଟ ନିକଟରେ ନାବାଳକମାନେ ଗାଧୋଉଥିବା ବେଳେ ଭାସିଯାଇ ଏକ ଟାପୁରେ ଲାଗିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଆନନ୍ଦପୁର ଅଗ୍ନିଶମ ଅଧିକାରୀ ପ୍ରତାପ ସିଂଙ୍କ ନେତୃତ୍ୱରେ ଆଗ୍ନିକ ଦଳ ପହଞ୍ଚି ଦୀର୍ଘ ଦେଢ଼ଘଣ୍ଟା ଚେଷ୍ଟା ପରେ ସମ୍ପୃକ୍ତ ନାବାଳକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଥିଲେ। ସୂଚନାଯୋଗ୍ୟ, କିଛି ଦିନ ଧରି ଆନନ୍ଦପୁରର ଉପରମୁଣ୍ଡରେ ବର୍ଷା ପାଇଁ ନଦୀର ଜଳସ୍ତର ବୃଦ୍ଧି ପାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା...

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ...

ଫାର୍ମାସିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଚନ୍ଦ୍ରପୁର,୮।୬(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି
Next Post Next post:
ଜାଡେଜାଙ୍କ ପାଇଁ ଖୁସି ଖବର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts