ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦ ଉଇକେଟ ସହ ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ। ଏହି ତାଲିକାରେ ଏବେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ଅଶ୍ୱିନ। ଫାଇନାଲ ପୂର୍ବରୁ ୬୭ ଉଇକେଟ ନେଇଥିବା ଅଶ୍ୱିନ ପ୍ରଥମ ଇନିଂସରେ ହାତେଇଛନ୍ତି ୨ ଉଇକେଟ। ଏଥି ଯୋଗୁ ସେ ଏବେ ଇଂଲଣ୍ଡର ଷ୍ଟ୍ରୁଆର୍ଟ ବ୍ରଡଙ୍କ ସହ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ମୁସ୍ଫିକର, ବ୍ରାଇସ୍ ପ୍ଲେୟର ଅଫ୍ ଦି ମନ୍ଥ୍
ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍ଫିକର ରହିମ ଓ ସ୍କଟିଶ ଅଲ୍ରାଉଣ୍ଡର କ୍ୟାଥରିନ୍ ବ୍ରାଇସ୍ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର...
ପ୍ରତିଷ୍ଠିତ ଫୁଟ୍ବଲ କୋଚ୍ ନନ୍ଦକିଶୋରଙ୍କ ପରଲୋକ
ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍ବଲ କୋଚ୍ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...
ଟିମ୍ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ
ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ...
ଉଗାଣ୍ଡା ଅଲିମ୍ପିକ ଟିମ୍ର ଜଣେ ସଦସ୍ୟଙ୍କୁ କରୋନା
ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...
ଏହି କ୍ରିକେଟର୍ଙ୍କ ଜ୍ୟାକେଟ୍ ପିନ୍ଧି ଫଟୋ ଶେୟାର କଲେ ଅଭିନେତ୍ରୀ
ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି।...
‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’
ମୁମ୍ବାଇ, ୩।୬(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍ଘାଟନୀ ସଂସ୍କରଣର ଫାଇନାଲ ୧...
ଟପ୍ ସିଡ୍ ମନ୍ଫିଲ୍ସକୁ ହରାଇଲେ ପର୍ସେଲ
ଇଷ୍ଟବୋର୍ନ(ୟୁକେ),୨୫ା୬(ଏପି)- ଏଠାରେ ଚାଲିଥିବା ଭାଇକିଂ ଇଣ୍ଟରନ୍ୟାଶନାଲ ଗ୍ରାସ୍କୋର୍ଟ ଟେନିସ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ମାକ୍ସ ପର୍ସେଲ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୨୮୩ ର଼୍ୟାଙ୍କିଙ୍ଗପ୍ରାପ୍ତ ଏହି ଖେଳାଳି ଟପ୍...


