ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦ ଉଇକେଟ ସହ ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ। ଏହି ତାଲିକାରେ ଏବେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ଅଶ୍ୱିନ। ଫାଇନାଲ ପୂର୍ବରୁ ୬୭ ଉଇକେଟ ନେଇଥିବା ଅଶ୍ୱିନ ପ୍ରଥମ ଇନିଂସରେ ହାତେଇଛନ୍ତି ୨ ଉଇକେଟ। ଏଥି ଯୋଗୁ ସେ ଏବେ ଇଂଲଣ୍ଡର ଷ୍ଟ୍ରୁଆର୍ଟ ବ୍ରଡଙ୍କ ସହ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...
ଆଇପିଏଲ୍ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ...
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...
ଜୁନିୟର ହକି ବିଶ୍ୱକପ୍: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର
ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...
କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି
ସାଓ ପାଓଲୋ,୧୦।୬(ଏପି): କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ବିବାଦ ଦେଖାଦେଇଥିବା ବେଳେ ବ୍ରାଜିଲ ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଗୁରୁବାର ଅନ୍ତିମ ନିଷ୍ପତ୍ତି ନେବେ।...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...
ମୁହଁରେ ବଲ୍ ବାଜିବାରୁ ବ୍ୟାଟ୍ସମ୍ୟାନ୍ଙ୍କ ପଡିଲା ୭ ଷ୍ଟିଚ୍
କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍!
ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ...


