ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦ ଉଇକେଟ ସହ ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ। ଏହି ତାଲିକାରେ ଏବେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ଅଶ୍ୱିନ। ଫାଇନାଲ ପୂର୍ବରୁ ୬୭ ଉଇକେଟ ନେଇଥିବା ଅଶ୍ୱିନ ପ୍ରଥମ ଇନିଂସରେ ହାତେଇଛନ୍ତି ୨ ଉଇକେଟ। ଏଥି ଯୋଗୁ ସେ ଏବେ ଇଂଲଣ୍ଡର ଷ୍ଟ୍ରୁଆର୍ଟ ବ୍ରଡଙ୍କ ସହ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.