E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ
10:09 pmJune 23, 2021

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାତେଇଛନ୍ତି ଏହି କିମ୍ବଦନ୍ତୀ ସ୍ପିନର। ଫାଇନାଲରେ ଡେଭନ କନଓ୍ବେଙ୍କୁ ଆଉଟ୍‌ କରି ୩୪ ବର୍ଷୀୟ ଅଶ୍ୱିନ ଏହି ସ୍ବତନ୍ତ୍ରୀ ରେକର୍ଡକୁ ନିଜ ନାମରେ କରିଛନ୍ତି।

ଟେଷ୍ଟ ବୋଲରଙ୍କ ମଧ୍ୟରେ ଦ୍ୱତୀୟ ର଼୍ୟାଙ୍କରେ ଥିବା ଅଶ୍ୱିନ ୧୪ ଡବ୍ଲ୍ୟୁଟିସି ମ୍ୟାଚ୍‌ରେ ହାତେଇଛନ୍ତି ସର୍ବାଧିକ ୭୧ ଉଇକେଟ। ଏହି ତାଲିକାରେ ତାଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ (୭୦ ଉଇକେଟ)। ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ (୬୯), ଅଷ୍ଟ୍ରେଲିଆର ନାଥାନ ଲିଓନ (୫୬) ଓ ଟିମ୍‌ ସୌଦି (୫୬ ) ଟପ୍‌-୫ ମଧ୍ୟରେ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ...

ଭର୍ଷ୍ଟାପେନ୍‌ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କାଷ୍ଟିଲେଟ୍‌,୨୧ା୬ (ଏପି): ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ପୂର୍ବତନ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍‌ ଲିଡର ମାକ୍ସ ଭର୍ଷ୍ଟାପେନ୍‌ ଫ୍ରେଞ୍ଚ ଓପନ୍‌ ଗ୍ରାଁ ପ୍ରି ମୋଟର...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

ସାନିଆଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଲା

ନୂଆଦିଲ୍ଲୀ,୪।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ମହିଳା ଟେନିସ ତାରକା ସାନିଆ ମିର୍ଜା ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ)ରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥିପାଇଁ ସେ ନିଜ...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍‌-ହ୍ବାଟ୍‌ ଲାଇଫ୍‌ ଆଣ୍ଡ କ୍ରିକେଟ ଟଟ୍‌ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ।...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’
Next Post Next post:
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts