ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାତେଇଛନ୍ତି ଏହି କିମ୍ବଦନ୍ତୀ ସ୍ପିନର। ଫାଇନାଲରେ ଡେଭନ କନଓ୍ବେଙ୍କୁ ଆଉଟ୍ କରି ୩୪ ବର୍ଷୀୟ ଅଶ୍ୱିନ ଏହି ସ୍ବତନ୍ତ୍ରୀ ରେକର୍ଡକୁ ନିଜ ନାମରେ କରିଛନ୍ତି।
ଟେଷ୍ଟ ବୋଲରଙ୍କ ମଧ୍ୟରେ ଦ୍ୱତୀୟ ର଼୍ୟାଙ୍କରେ ଥିବା ଅଶ୍ୱିନ ୧୪ ଡବ୍ଲ୍ୟୁଟିସି ମ୍ୟାଚ୍ରେ ହାତେଇଛନ୍ତି ସର୍ବାଧିକ ୭୧ ଉଇକେଟ। ଏହି ତାଲିକାରେ ତାଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ (୭୦ ଉଇକେଟ)। ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ (୬୯), ଅଷ୍ଟ୍ରେଲିଆର ନାଥାନ ଲିଓନ (୫୬) ଓ ଟିମ୍ ସୌଦି (୫୬ ) ଟପ୍-୫ ମଧ୍ୟରେ ରହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.