ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି ଏସ୍ପି ଚରଣ ସିଂ ମୀନା। କିଛି ଦିନ ତଳେ ଏଏସ୍ଆଇ ବେହେରା ଥାନାର ଅନ୍ୟ ଜଣେ କର୍ମଚାରୀଙ୍କ ସହ ମିଶି ଜଣେ ଯୁବକଙ୍କୁ ମଦ ପାଇଁ ଅଶ୍ଳୀଳ ଭାଷାରେ ଗାଳି କରିଥିଲେ, ଯାହାର ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓ ଭାଇରାଲ କରିଥିବା ନେଇ ଏଏସ୍ଆଇ ବେହେରା ଉକ୍ତ ଯୁବକଙ୍କୁ ଧମକାଉଥିବାର ଆଉ ଏକ ଅଡିଓ ମଧ୍ୟ ଏବେ ଭାଇରାଲ ହୋଇଛି। ଏ ନେଇ ଟାଉନ ପୋଲିସ ପକ୍ଷରୁ କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.