E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଜାତୀୟ

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି
9:55 pmJune 6, 2021

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍‌କାର ପାଇଁ ଆମନ୍ତ୍ରଣ କରିଛନ୍ତି।

”ମୋତେ ପଚରାଉଚୁରା କରିବା ପାଇଁ ଭାରତୀୟ ଅଧିକାରୀଙ୍କୁ ଆମନ୍ତ୍ରଣ ଦେଉଛି। ମୋ ବିରୋଧରେ ଚାଲିଥିବା ତଦନ୍ତ ସମ୍ପର୍କରେ ସେମାନେ ଯେ କୌଣସି ପ୍ରଶ୍ନ ପଚାରିପାରିବେ। ମୁଁ ଉତ୍ତର ଦେବି। ମୁଁ ଭାରତରେ କୌଣସି ଆଇନ ଭାଙ୍ଗି ନାହିଁ। ଚିକିତ୍ସା ପାଇଁ ଭାରତ ଛାଡ଼ି ଆମେରିକା ଯିବା ପୂର୍ବରୁ ମୋ ବିରୋଧରେ ଭାରତରେ ଓ୍ବାରେଣ୍ଟ ଜାରି କରାଯାଇ ନ ଥିଲା“ ବୋଲି ୬୨ ବର୍ଷୀୟ ପଳାତକ ବ୍ୟବସାୟୀ ଡୋମିନିକାର ହାଇ କୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଛନ୍ତି।

ଚୋକ୍‌ସି ୨୦୧୮ ଜାନୁୟାରୀରେ ଭାରତ ଛାଡ଼ି ଆଣ୍ଟିଗୁଆ ଚାଲି ଯାଇଥିଲେ। ଏହାର କିଛି ଦିନ ପରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାରେ ତାଙ୍କ ନାମ ସାମ୍ନାକୁ ଆସିଥିଲା। ତାଙ୍କ ବିରୋଧରେ ଆପରାଧିକ ଷଡ଼ଯନ୍ତ୍ର, ଠକେଇ, ଅସାଧୁତା, ଦୁର୍ନୀତି ଓ ବେଆଇନ ଅର୍ଥ ହେରଫେର ଭଳି ମାମଲା ରୁଜୁ କରାଯାଇଛି। ଏ ସବୁ ମାମଲର ତଦନ୍ତ ସିବିଆଇ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଅନ୍ୟ କେନ୍ଦ୍ରୀୟ ସଂସ୍ଥା କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଜାତୀୟ View All

ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…

ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି...

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

ଓ୍ବାଶିଂଟନ୍‌, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍‌ ଦାତବ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
Next Post Next post:
୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts