କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ ହୋଇଛନ୍ତି। ଦିପେନ୍ଦୁ ବିଶ୍ୱାସ ଏବେ ଦିଦିଙ୍କ ଶିବିରକୁ ବାହୁଡ଼ି ଆସିବାକୁ ଚାହୁଁଛନ୍ତି। ଭାଜପାରେ ଯୋଗଦେବା ଭୁଲ୍ ନିଷ୍ପତ୍ତି ଥିଲା ବୋଲି ସେ କହିଛନ୍ତି। ତୃଣମୂଳରୁ ଟିକଟ ନ ମିଳିବାରୁ ସେ ଭାଜପାରେ ଯୋଗଦେଇଥିଲେ। ତେବେ ଭାଜପା ଟିକଟରେ ଲଢ଼ି ସେ ପରାଜିତ ହେବା ପରେ ତାଙ୍କର ମୋହଭଙ୍ଗ ହୋଇଥିବା କହିଛନ୍ତି। ଏନେଇ ସେ ମମତା ବାନାର୍ଜୀଙ୍କୁ ଚିଠି ମଧ୍ୟ ଲେଖିଛନ୍ତି। ନିର୍ବାଚନ ପରେ ଇତିମଧ୍ୟରେ ସୋନାଲୀ ଗୁହା ଏବଂ ସରଲା ମୁର୍ମୁ ତୃଣମୂଳକୁ ବାହୁଡ଼ି ଆସିଛନ୍ତି। ଏବେ ଦିପେନ୍ଦୁ ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡ଼ିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.