E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା
9:47 pmJune 4, 2021

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ ଫର୍ମା କମ୍ପାନୀଠାରୁ ଯଥେଷ୍ଟ ପରିମାଣର ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକଲଗୁଡ଼ିକୁ ବିନା ସୁଧରେ ଟଙ୍କା ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି ହିମନ୍ତ ବିଶ୍ୱା ଶର୍ମାଙ୍କ ନେତୃତ୍ୱାଧୀନ ସରକାର।

ସ୍ବାସ୍ଥ୍ୟମନ୍ତ୍ରୀ କେଶବ ମହାନ୍ତ କହିଛନ୍ତି, ଆମେ ପ୍ରାଇଭେଟ ମେଡିକାଲକୁ ସାହାଯ୍ୟ କରିବାକୁ ନିଷ୍ପତ୍ତି ନେଉଛୁ। ଯଥେଷ୍ଟ ପରିମାଣରେ କୋଭିଡ୍‌-୧୯ ଟିକା କିଣିବା ଲାଗି ସେମାନଙ୍କୁ ବିନା ସୁଧରେ ଅର୍ଥ ଯୋଗାଇ ଦିଆଯିବ। ଏହି ଋଣକୁ ୩ ମାସ ମଧ୍ୟରେ ସେମାନେ ପରିଶୋଧ କରିବେ। ଏଣୁ ଟିକା କିଣିବା ପାଇଁ ଇଚ୍ଛୁକ ଥିବା ପ୍ରାଇଭେଟ ହସ୍ପିଟାଲ ପାଖରେ ଅର୍ଥ ଅଭାବ ଥାଏ, ତେବେ ସେମାନଙ୍କୁ ଆମେ ସାହାଯ୍ୟ କରିବୁ।

ବର୍ତ୍ତମାନ ରାଜ୍ୟରେ ଦୈନିକ ୫୦ ହଜାର ଲୋକଙ୍କୁ ଟିକା ଦିଆଯାଉଛି। କିନ୍ତୁ ଟିକାର ଅଭାବ ଥିବାରୁ ଆମେ ୭୦ ହଜାର ଲକ୍ଷ୍ୟ ଛୁଇଁ ପାରୁ ନାହୁଁ। ଆସନ୍ତା ଦୁଇ ଦିନ ମଧ୍ୟରେ ଟିକା ପହଞ୍ଚିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ...

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ...

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ।...

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି।...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା
Next Post Next post:
ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts