ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଅଜିତ୍ ଡୋଭାଲ ଚାପ ପକାଉଛନ୍ତି। ଆତଙ୍କବାଦୀ ଆକ୍ରମଣର ଅପରାଧୀମାନଙ୍କୁ ତୁରନ୍ତ ଆଇନର କାଠଗଡ଼ାକୁ ଆଣିବା ପାଇଁ ସେ ଆହ୍ବାନ ଦେଇଛନ୍ତି। ଡୋଭଲ ବୁଧବାର ତାଜିକିସ୍ତାନ ରାଜଧାନୀ ଡୁଶାନ୍ବେରେ ଏସ୍ସିଓର ଶୀର୍ଷ ସୁରକ୍ଷା ଅଧିକାରୀଙ୍କୁ ସାକ୍ଷାତ୍ କରିବା ଅବସରରେ ଜାତିସଂଘ ସଂକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକାରୀ କରିବା ଓ ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଆହ୍ବାନ ଦେଇଥିଲେ।
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...
୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍
ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ,...
ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା
କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଲା ପ୍ରଥମ ଜୀବନ…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର...
୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍...
ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା...
ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍ ସୁନ୍ଦରୀ
ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...


