ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଅଜିତ୍ ଡୋଭାଲ ଚାପ ପକାଉଛନ୍ତି। ଆତଙ୍କବାଦୀ ଆକ୍ରମଣର ଅପରାଧୀମାନଙ୍କୁ ତୁରନ୍ତ ଆଇନର କାଠଗଡ଼ାକୁ ଆଣିବା ପାଇଁ ସେ ଆହ୍ବାନ ଦେଇଛନ୍ତି। ଡୋଭଲ ବୁଧବାର ତାଜିକିସ୍ତାନ ରାଜଧାନୀ ଡୁଶାନ୍ବେରେ ଏସ୍ସିଓର ଶୀର୍ଷ ସୁରକ୍ଷା ଅଧିକାରୀଙ୍କୁ ସାକ୍ଷାତ୍ କରିବା ଅବସରରେ ଜାତିସଂଘ ସଂକଳ୍ପକୁ ସମ୍ପୂର୍ଣ୍ଣ କାର୍ଯ୍ୟକାରୀ କରିବା ଓ ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଆହ୍ବାନ ଦେଇଥିଲେ।
ବିଦେଶୀ ମିଡ଼ିଆକୁ ଜବାବ୍: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...
ଡେଲ୍ଟା ଭାରିଆଣ୍ଟ୍ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…
ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...
ଭାରତ ବାୟୋଟେକ୍ରେ ସେନା ଛାଉଣୀ…
ହାଇଦ୍ରାବାଦ୍,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍ର ହାଇଦ୍ରାବାଦ୍ ସ୍ଥିତ କ୍ୟାମ୍ପସ୍ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ
ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...
କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ...
ସୋମବାରଠାରୁ ବାର୍-ପାର୍କ ଖୋଲା…
ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ...


