E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
12:50 pmJune 25, 2021

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ କ୍ୟାରିୟର କରି ପାରି ନାହାନ୍ତି। କାରଣ ଉତ୍ଥାନ-ପତ୍ତନ ଏହି ଲାଇନ୍‌ରେ ସାଧାରଣ କଥା। ବେଳେବେଳେ କେତେକ କଳାକାର ଥରକରେ ସଫଳତାର ଉଚ୍ଚତାକୁ ସ୍ପର୍ଶ କରନ୍ତି। କେତେବେଳେ ସେ କାମ ପାଆନ୍ତି ନାହିଁ। ଆଫତାବ ଶିବଦାସାନି ମଧ୍ୟ ସେହି କଳାକାରମାନଙ୍କ ମଧ୍ୟରୁ ଜଣେ। ଆଜି ଆଫତାବ ଜନ୍ମଦିନରେ, ତାଙ୍କ ସହ ଜଡିତ କିଛି କଥା ଜାଣନ୍ତୁ।
ବଲିଉଡ ଅଭିନେତା ଆଫତାବ ୨୫ ଜୁନ ୧୯୭୮ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଜି ଆଫତାବ ୪୩ ତମ ଜନ୍ମଦିନ ପାଳନ କରୁଛନ୍ତି । ଆଫତାବ ବଲିଉଡର କିଛି କଳାକାରଙ୍କ ମଧ୍ୟରୁ ଜଣେ, ଯିଏ ପିଲାଦିନରୁ କ୍ରମାଗତ ଭାବରେ ଫିଲ୍ମରେ କାମ କରୁଛନ୍ତି, କିନ୍ତୁ ସଫଳତା ହାସଲ କରି ପାରି ନାହାନ୍ତିି। ଫିଲ୍ମ ‘ମଷ୍ଟ’ରେ ମୁଖ୍ୟ ଭୂମିକାରେ ସେ ବଲିଉଡରେ ଡେବ୍ୟୁ କରିଥିଲେ।
ପରେ ସେ ଅନେକ ଫିଲ୍ମ କରିଥିଲେ ହେଲେ ଯେତେବେଳେ ତାଙ୍କ ଫିଲ୍ମ ଗୋଟିଏ ପରେ ଗୋଟିଏ ଫ୍ଲପ ହେବା ଆରମ୍ଭ କଲା, ସେତେବେଳେ ସେ କମେଡି ଫିଲ୍ମର ସାହାରା ନେଲେ। ଯଦିଓ ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ବିଶେଷ ନଥିଲା, କିନ୍ତୁ ପ୍ରଡକ୍ସନ ହାଉସ ଏବଂ ଅନ୍ୟାନ୍ୟ ଇଭେଣ୍ଟ ମାଧ୍ୟମରେ ସେ ବହୁତ ରୋଜଗାର କରନ୍ତି। ମୁମ୍ବାଇରେ ତାଙ୍କର ନିଜର ବିଳାସପୂର୍ଣ୍ଣ ଏବଂ ସୁସଜ୍ଜିତ ଆପାର୍ଟମେଣ୍ଟ ଅଛି ।ଏହା ବ୍ୟତୀତ ସେ ଗାଡିକୁ ବହୁତ ଭଲ ପାନ୍ତି। ସେ ବର୍ତ୍ତମାନ ମଧ୍ୟ ବଲିଉଡରେ ସକ୍ରିୟ ଅଛନ୍ତି, କିନ୍ତୁ ତାଙ୍କୁ କୌଣସି ବଡ ଫିଲ୍ମ ମିଳୁନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏକଦା ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…

ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ଚଳିତ ବର୍ଷ ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। କାଜଲ...

ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ...

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...

ଆଉନାହାନ୍ତି ମାରୁତିରାଓ କାଲେ

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ...

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
Next Post Next post:
ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts