E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…
5:06 pmJune 22, 2021

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ ଦେଇଥାନ୍ତି ପିତାଙ୍କୁ। ବିଶ୍ୱ ପିତୃ ଦିବସ ଅବସରରେ ବାପାଙ୍କର ଏକ ଫଟୋ ଶେୟାର କରି ଭାବବିହ୍ବଳ ପୋଷ୍ଟ ଲେଖିଥିଲେ। ଏହା ତାଙ୍କ ନାମକୁ ନେଇ ଏକ ବଡ଼ ଖୁଲାସା କରିଛି।

ଆୟୁଷ୍ମାନ ନିଜ ନାମରେ ଦୁଇଥର ଏନ୍‌ ଏବଂ ଆର୍‌ ଲେଖିଥାନ୍ତି। ଏହା ପଛରେ ଏକ କାହାଣୀ ରହିଛି। ସେଇଟି ହେଲା ତାଙ୍କ ପିତାଙ୍କ ଇଚ୍ଛା। ଆଇନ୍‌ ପାଠ ପଢ଼ିଥିଲେ ହେଁ ଅଭିନେତାଙ୍କ ବାପା ଜ୍ୟୋତିଷଶାସ୍ତ୍ରରେ ରୁଚି ରଖିଥିଲେ। ଏହି କାରଣରୁ ଆୟୁଷ୍ମାନଙ୍କ ନାମ ସେ ବଦଳାଇଥିଲେ। ଏହାଛଡ଼ା ନିଜ ହାତରେ ନିଜ ଭାଗ୍ୟ ଲେଖିବାର କ୍ଷମତା ଆମ ହାତରେ ରହିଛି। ଭଲ

କର୍ମ କଲେ ଆପଣ ନିଜର ଭାଗ୍ୟ ବଦଳାଇପାରିବେ ବୋଲି ବାପା ଶିକ୍ଷା ଦେଇଥିବା ସେ କହିଛନ୍ତି।
ଚଳଚ୍ଚିତ୍ର ବିଷୟରେ କଥା ହେଲେ ଆୟୁଷ୍ମାନ ଆଗାମୀ ଦିନରେ ‘ଚଣ୍ଡିଗଡ଼ କି ଆଶିକି’, ‘ଅନେକ’, ‘ଡାକ୍ତର’ ଭଳି ଫିଲ୍ମରେ ନଜର ଆସିବେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଚିତ୍ର ଆଙ୍କିବାରେ ମନ

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ...

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌

ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ ଖୁବ୍‌ ଆକ୍ଟିଭ। ସେ ନିଜର ହଟ୍‌ ଲୁକ୍‌ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope
Next Post Next post:
ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts