E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
4:14 pmJune 19, 2021

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ ହେଲା ନାହିଁ ୬ଷ୍ଠ ତମ ବିବାହ କରିବାକୁ ଯାଉଥିଲେ। ଠିକ୍‌ ଏହି ସମୟରେ ପୋଲିସ ହାତରେ ଧରା ପଡ଼ିଛନ୍ତି। ଏହା ପରେ ସମସ୍ତ ତଥ୍ୟ ଲୋକଲୋଚନକୁ ଆସିଛି।

ପୋଲିସ ଯାଞ୍ଚ କରିବାରୁ ଜଣାପଡ଼ିଛି ଯେ, ଏହି ବାବା ମ୍ୟାରେଜ ଡଟ୍‌ କମ୍‌ ଜରିଆରେ ଯୁବତୀମାନଙ୍କ ସହ ଚାଟିଂ କରୁଥିଲେ। ପ୍ରତ୍ୟେକ ଯୁବତୀଙ୍କୁ ଅଲଗା ଅଲଗା କଥା କହୁଥିଲେ। କାହାକୁ ଶିକ୍ଷକ ଥିବା କହୁଥିଲେ ତ ଆଉ କାହାକୁ ବ୍ୟବସାୟୀ କହୁଥିଲେ। ଯୁବତୀମାନଙ୍କୁ ମିଠା ମିଠା କଥା କହି ପ୍ରେମ ଜାଲରେ ଫସାଉଥିଲେ। କିଛି ଯୁବତୀ ଏହି ବାବାଙ୍କଠାରୁ ଧୋକା ମଧ୍ୟ ଖାଇଛନ୍ତି।

ପୋଲିସ ସୂଚନାନୁଯାୟୀ, ଏହି ଭଣ୍ଡ ବାବାଙ୍କ ବିଷୟରେ ଜଣାପଡ଼ିଲା ଯେତେବେଳେ ୫ମ ସ୍ତ୍ରୀ ତାଙ୍କ ନାମରେ ଅଭିଯୋଗ କରିଥିଲେ। ଏହି କଥିତ ବାବା ଜଣକ ଶାହାଜାହାଁପୁରରେ ମା’ କାମାକ୍ଷା ବଜାରରେ ବାବା କଲ୍ୟାଣ ନାମକ ଏକ ସେବା ଟ୍ରଷ୍ଟ ଗଢ଼ିଛନ୍ତି। ଯାହା ମାଧ୍ୟମରେ ମହିଳାମାନଙ୍କୁ ଫସାଉଥିଲେ। ୫ମ ସ୍ତ୍ରୀ ଏ ବିଷୟରେ ଜାଣି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୋଗକୁ ଭିତ୍ତି କରି ଭଣ୍ଡ ବାବାଙ୍କୁ ଗିରଫ କରିଛି। ଖାଲି ଏତିକି ନୁହେଁ ୨୦୧୬ରେ ଏହି ଭଣ୍ଡ ବାବାଙ୍କ ନାମରେ ଏକ ବଳାତ୍କାର ମାମଲା ମଧ୍ୟ ରହିଛି।

ଏହି ଭଣ୍ଡ ବାବାଙ୍କ ଅସଲି ନାମ ଅନୁଜ ଚେତନ କଠେରିଆ। ସେ ଉତ୍ତରପ୍ରଦେଶର ଶାହାଜାହଁାପୁରରେ ରୁହନ୍ତି। ପ୍ରଥମରୁ ୪ଟି ବିବାହ କରିଥିବା କଥା ସେ ଲୁଚାଇ ୫ ଥର ପାଇଁ ବାହା ହୋଇଥିଲେ। ତେବେ ୬ଷ୍ଠ ଥର ବିବାହ କରିବାକୁ ଯିବା ବେଳେ ୫ମ ସ୍ତ୍ରୀ ଏ ବିଷୟରେ ଜାଣି ଥାନାରେ ମାମଲା ଦାୟର କରିଥିଲେ। ପୋଲିସ ଘଟଣାର ଯାଞ୍ଚ କରିବାରୁ ସମସ୍ତ ଗୂଢ଼ ରହସ୍ୟ ଜଣାପଡ଼ିଥିଲା। ତେବେ ପୋଲିସ ଏହି ଭଣ୍ଡ ବାବାଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କୃଷକଙ୍କ ସହ ଛିଡ଼ା ହେବ ଟିଏମ୍‌ସି

କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି
Next Post Next post:
ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts