E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
4:14 pmJune 19, 2021

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ ହେଲା ନାହିଁ ୬ଷ୍ଠ ତମ ବିବାହ କରିବାକୁ ଯାଉଥିଲେ। ଠିକ୍‌ ଏହି ସମୟରେ ପୋଲିସ ହାତରେ ଧରା ପଡ଼ିଛନ୍ତି। ଏହା ପରେ ସମସ୍ତ ତଥ୍ୟ ଲୋକଲୋଚନକୁ ଆସିଛି।

ପୋଲିସ ଯାଞ୍ଚ କରିବାରୁ ଜଣାପଡ଼ିଛି ଯେ, ଏହି ବାବା ମ୍ୟାରେଜ ଡଟ୍‌ କମ୍‌ ଜରିଆରେ ଯୁବତୀମାନଙ୍କ ସହ ଚାଟିଂ କରୁଥିଲେ। ପ୍ରତ୍ୟେକ ଯୁବତୀଙ୍କୁ ଅଲଗା ଅଲଗା କଥା କହୁଥିଲେ। କାହାକୁ ଶିକ୍ଷକ ଥିବା କହୁଥିଲେ ତ ଆଉ କାହାକୁ ବ୍ୟବସାୟୀ କହୁଥିଲେ। ଯୁବତୀମାନଙ୍କୁ ମିଠା ମିଠା କଥା କହି ପ୍ରେମ ଜାଲରେ ଫସାଉଥିଲେ। କିଛି ଯୁବତୀ ଏହି ବାବାଙ୍କଠାରୁ ଧୋକା ମଧ୍ୟ ଖାଇଛନ୍ତି।

ପୋଲିସ ସୂଚନାନୁଯାୟୀ, ଏହି ଭଣ୍ଡ ବାବାଙ୍କ ବିଷୟରେ ଜଣାପଡ଼ିଲା ଯେତେବେଳେ ୫ମ ସ୍ତ୍ରୀ ତାଙ୍କ ନାମରେ ଅଭିଯୋଗ କରିଥିଲେ। ଏହି କଥିତ ବାବା ଜଣକ ଶାହାଜାହାଁପୁରରେ ମା’ କାମାକ୍ଷା ବଜାରରେ ବାବା କଲ୍ୟାଣ ନାମକ ଏକ ସେବା ଟ୍ରଷ୍ଟ ଗଢ଼ିଛନ୍ତି। ଯାହା ମାଧ୍ୟମରେ ମହିଳାମାନଙ୍କୁ ଫସାଉଥିଲେ। ୫ମ ସ୍ତ୍ରୀ ଏ ବିଷୟରେ ଜାଣି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୋଗକୁ ଭିତ୍ତି କରି ଭଣ୍ଡ ବାବାଙ୍କୁ ଗିରଫ କରିଛି। ଖାଲି ଏତିକି ନୁହେଁ ୨୦୧୬ରେ ଏହି ଭଣ୍ଡ ବାବାଙ୍କ ନାମରେ ଏକ ବଳାତ୍କାର ମାମଲା ମଧ୍ୟ ରହିଛି।

ଏହି ଭଣ୍ଡ ବାବାଙ୍କ ଅସଲି ନାମ ଅନୁଜ ଚେତନ କଠେରିଆ। ସେ ଉତ୍ତରପ୍ରଦେଶର ଶାହାଜାହଁାପୁରରେ ରୁହନ୍ତି। ପ୍ରଥମରୁ ୪ଟି ବିବାହ କରିଥିବା କଥା ସେ ଲୁଚାଇ ୫ ଥର ପାଇଁ ବାହା ହୋଇଥିଲେ। ତେବେ ୬ଷ୍ଠ ଥର ବିବାହ କରିବାକୁ ଯିବା ବେଳେ ୫ମ ସ୍ତ୍ରୀ ଏ ବିଷୟରେ ଜାଣି ଥାନାରେ ମାମଲା ଦାୟର କରିଥିଲେ। ପୋଲିସ ଘଟଣାର ଯାଞ୍ଚ କରିବାରୁ ସମସ୍ତ ଗୂଢ଼ ରହସ୍ୟ ଜଣାପଡ଼ିଥିଲା। ତେବେ ପୋଲିସ ଏହି ଭଣ୍ଡ ବାବାଙ୍କୁ ଗିରଫ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର...

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି
Next Post Next post:
ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts