E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ
10:01 pmJune 9, 2021

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି ଅଖାରେ ପୂରାଇ ଶିଶୁକନ୍ୟାକୁ ଭୁଷୁଗାଁସ୍ଥିତ ଷ୍ଟକ ୟାର୍ଡରେ କେହି ଜଣେ ଫୋପାଡ଼ି ଦେଇଥିଲେ। ବୁଧବାର ସକାଳ ପ୍ରାୟ ୭ଟା ବେଳେ ଶିଶୁର କ୍ରନ୍ଦନ ଶୁଣି ଜଣେ ଯୁବକ ସ୍ଥାନୀୟ ୱାର୍ଡମେମ୍ବର ବୈଦେହୀ ଦଳବେହେରାଙ୍କୁ ଜଣାଇଥିଲେ। ସେ ଶିଶୁଟିକୁ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ଶିଶୁ କନ୍ୟା ସୁସ୍ଥ ଥିବା ଡାକ୍ତର ଗୋପୀନାଥ ସୋରେନ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ...

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି...

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
Next Post Next post:
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts