ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ ମଝିରେ କିଛି ସମୟ ବସି ବିଶ୍ରାମ ନିଅନ୍ତୁ। ଅନ୍ୟପକ୍ଷରେ ଯଦି ଆପଣ ଗୋଟିଏ ଜାଗାରେ ଅଧିକ ସମୟ ବସି ରହୁଛନ୍ତି, ତେବେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଉଠି କିଛି ସମୟ ବୁଲାବୁଲି କରନ୍ତୁ। ଏହାଦ୍ୱାରା ଅଣ୍ଟାକୁ ଆରାମ ମିଳିଥାଏ। ଅଧିକ ତେଲମସଲାଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ସବୁବେଳେ ଭିଟାମିନ୍ଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁଠାରୁ ବଡ କଥା ହେଲା ଶାରୀରିକ ଓଜନ। ଏହା ଯେପରି ସନ୍ତୁଳିତ ରହେ, ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଆପଣଙ୍କର ଅଣ୍ଟାବିନ୍ଧା ପରି ସମସ୍ୟା ରହିଛି ତେବେ ଓଜନିଆ ଜିନିଷ ଉଠାନ୍ତୁ ନାହିଁ।
Posted inଜୀବନଚର୍ଯ୍ୟା View All
ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?
ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...
ସ୍କର୍ଟ କିଣିବା ବେଳେ…
ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି...
କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ
ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ...
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ
ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା...
ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ।...
ଘରୁ ଦୂରାନ୍ତୁ ମଶା
ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍, ଲିକ୍ୱିଡ୍, ହିଟ୍ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ...
ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ
ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ… ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ...


