ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ ପାର୍କ ଖୋଲା ଯିବ। ବାର୍ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା ଯିବାକୁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାର୍ ଗୁଡ଼ିକ ମଧ୍ୟାହ୍ନ ୧୨ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ରେଷ୍ଟୁରାଣ୍ଟ୍ ଗୁଡ଼ିକର ଖୋଲିବା ସମୟ ସୀମାକୁ ଅଧିକ ୪ ଘଣ୍ଟା ବଢ଼ାଇ ଦିଆଯାଇଛି। ପୂର୍ବରୁ ରେଷ୍ଟୁରାଣ୍ଟ୍ ଗୁଡ଼ିକର ପୂର୍ବାହ୍ନ ୧୦ଟା ଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ଖୋଲା ରହୁଥିଲା। ଏବେ ସକାଳ ୮ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ରେଷ୍ଟୁରାଣ୍ଟ୍ ଖୋଲା ରହିବ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ଅଙ୍କୁର ଭାଟିଆଙ୍କ ପରଲୋକ
ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...
ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…
ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ...
୮ ଜିଲାରେ ଅକ୍ସିଜେନ୍ ପ୍ଲାଣ୍ଟ ଶିଳାନ୍ୟାସ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିବା ସହ ତରଳ...
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି...
ଉଠିଲା ଲକ୍ଡାଉନ୍: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍ କଟକଣା ଉଠାଇ ଦିଆଯାଇଛି।...


