ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ ପାର୍କ ଖୋଲା ଯିବ। ବାର୍ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା ଯିବାକୁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବାର୍ ଗୁଡ଼ିକ ମଧ୍ୟାହ୍ନ ୧୨ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ରେଷ୍ଟୁରାଣ୍ଟ୍ ଗୁଡ଼ିକର ଖୋଲିବା ସମୟ ସୀମାକୁ ଅଧିକ ୪ ଘଣ୍ଟା ବଢ଼ାଇ ଦିଆଯାଇଛି। ପୂର୍ବରୁ ରେଷ୍ଟୁରାଣ୍ଟ୍ ଗୁଡ଼ିକର ପୂର୍ବାହ୍ନ ୧୦ଟା ଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ଖୋଲା ରହୁଥିଲା। ଏବେ ସକାଳ ୮ଟାଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ରେଷ୍ଟୁରାଣ୍ଟ୍ ଖୋଲା ରହିବ ବୋଲି ମାର୍ଗଦର୍ଶିକାରେ ଉଲ୍ଲେଖ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.