E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
9:15 pmJune 16, 2021

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୮୬ ଏବଂ ବରଗଡ଼ କୋଭିଡ୍‌ କେୟାର ସେଣ୍ଟରରେ ୬ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ବୁଧବାର ଜିଲାରେ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୫୭୩ରେ ପହଞ୍ଚିଛି । ସେଥିରୁ ୨୮ ହଜାର ୭୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ଜିଲାରେ ୭୫୪ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦାଶ ସୂଚନା ଦେଇଛନ୍ତି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...

ଯୁବ ବିଜେଡି ଉପସଭାପତି ଗିରଫ

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ...

ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ,...

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
Next Post Next post:
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts