E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
9:15 pmJune 16, 2021

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୮୬ ଏବଂ ବରଗଡ଼ କୋଭିଡ୍‌ କେୟାର ସେଣ୍ଟରରେ ୬ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ବୁଧବାର ଜିଲାରେ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୫୭୩ରେ ପହଞ୍ଚିଛି । ସେଥିରୁ ୨୮ ହଜାର ୭୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ଜିଲାରେ ୭୫୪ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦାଶ ସୂଚନା ଦେଇଛନ୍ତି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All

ବାତ୍ୟା ପରେ କାଦୁଅଫିଙ୍ଗା

ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ...

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍‌...

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ...

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ...

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
Next Post Next post:
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts