E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
8:55 pmJune 7, 2021

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଡବଲ ହେଡର (ଦିନକୁ ୨ ମ୍ୟାଚ) ସଂଖ୍ୟା କମାଇ ଦିଆଯିବାକୁ ଥିବାରୁ ଏହି ପରିସ୍ଥିତି ଉପୁଜିଛି। ପୂର୍ବରୁ ପ୍ରକାଶିତ ରିପୋର୍ଟ ଅନୁସାରେ ଟୁର୍ନାମେଣ୍ଟ ସେପ୍ଟେମ୍ବର ୧୯ରେ ଆରମ୍ଭ ହୋଇ ଅକ୍ଟୋବର ୧୦ରେ ଶେଷ କରାଯିବାକୁ ଯୋଜନା ରହିଥିଲା। ମାତ୍ର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି) ଆକର୍ଷକ ଟି୨୦ ଇଭେଣ୍ଟକୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ବଢ଼ାଇବାକୁ ଚିନ୍ତା କରୁଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଓ୍ବିଣ୍ଡୋ ବାହାର କରାଯାଇଛି। ବିସିସିଆଇ ୧୦ ଡବଲ ହେଡର(ଦିନକୁ ୨ ମ୍ୟାଚ) କରିବାକୁ ଚିନ୍ତା କରୁଥିଲା। ମାତ୍ର ସେପ୍ଟେମ୍ବର ତୃତୀୟ ଏବଂ ୪ର୍ଥ ସପ୍ତାହରେ ଅଳ୍ପଦିନରେ ଅଧିକ ଅପରାହ୍ନ ମ୍ୟାଚ ଖେଳାଳିଙ୍କୁ ଶାରୀରିକଭାବେ କ୍ଷତି ପହଞ୍ଚାଇପାରେ। ତେଣୁ ଡବଲ ହେଡର ସଂଖ୍ୟାକୁ ୫ କିମ୍ବା ୬କୁ କମାଇ ଫାଇନାଲ ଅକ୍ଟୋବର ୧୫ରେ କରାଇବାକୁ ଯୋଜନା ହେଉଛି। ୧୫ ତାରିଖ ଶୁକ୍ରବାର ଭାରତରେ ସପ୍ତାହାନ୍ତ ଏବଂ ଦୁବାଇରେ ଛୁଟିଦିନ ପଡ଼ୁଥିବାରୁ ଅଧିକରୁ ଅଧିକ ଦର୍ଶକ ଏହାକୁ ଉପଭୋଗ କରିପାରିବେ ବୋଲି ବିସିସିଆଇର ଏକ ସୂତ୍ରରୁ ପ୍ରକାଶ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

କୁଇବା, ୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗ୍ରୁପ୍‌ ଏ’ରେ ଖେଳାଯାଇଥିବା ମ୍ୟାଚ୍‌ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍‌ କରିବା ପାଇଁ ସୋନୁ ସୁଦ୍‌ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ର ଫଶଇନାଲ୍‌ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍‌ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଭୁବନେଶ୍ୱରଭିତ୍ତିକ...

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...

ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍‌ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍‌) ଶନିବାର...

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ
Next Post Next post:
କ୍ଷମା ମାଗିଲେ ହରଭଜନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts