E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…
12:35 pmJune 19, 2021

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ ନିଜ ସ୍ମାର୍ଟଫୋନ୍‌ରୁ ଡିଲିଟ୍‌ କରିବାକୁ କୁଇକ୍‌ ହିଲ୍‌ ସିକ୍ୟୁରିଟି ଲାବ୍‌ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୦୧୯ରେ ଗୁଗଲ ପ୍ଲେ ଷ୍ଟୋର୍‌ରେ ଜୋକର ଭାଇରସ୍‌ ପ୍ରଥମେ ପ୍ରବେଶ କରିଥିଲା। ପରେ ୨୦୨୦ ଜୁଲାଇରେ ଏହା ପ୍ଲେ ଷ୍ଟୋରର ୧୧ଟି ଆପ୍‌କୁ ପ୍ରଭାବିତ କରିଥିଲା। ଏବେ ଏହି ଭାଇରସ୍‌ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ପ୍ରଭାବିତ କରିଛି। ସେଥି ମଧ୍ୟରେ ଅକ୍ସଲାରୀ ଆପ୍‌ ରହିଛି। ଏହି ଆପ୍‌ ଗୁଗଲର ମେସେଜିଂ ଆପ୍‌ ଭଳି ହେଲେ ମଧ୍ୟ ଏଥିରେ କେତେକ ଇମୋଜି ରହିଛି। ଏବେ ପ୍ଲେ ଷ୍ଟୋରରୁ ଏହାକୁ ହଟାଇ ଦିଆଯାଇଛି। ସେହିପରି ବିଜ୍‌ନେସ୍‌ ମେସେଜିଂ ପାଇଁ ବ୍ୟବହାର କରାଯାଉଥିବା ଫାଷ୍ଟ୍‌ ମ୍ୟାଜିକ୍‌ ଏସ୍‌ଏମ୍‌ଏସ୍‌ ମଧ୍ୟ ଭାଇରସ୍‌ ଦ୍ୱାରା ପ୍ରଭାବିତ ହୋଇଛି। ଏହା ଶେଷଥର ପାଇଁ ଏପ୍ରିଲ୍‌ ୧୭ରେ ଅପଡେଟ୍‌ ହୋଇଥିଲା। ଜୋକର ଭାଇରସ୍‌ ଦ୍ୱାରା ପ୍ରଭାବିତ ହୋଇଥିବା ଅନ୍ୟ ଆପ୍‌ ମଧ୍ୟରେ ଫ୍ରି କ୍ୟାମ୍‌ ସ୍କାନର, ସୁପର ମେସେଜ୍‌, ଏଲିମେଣ୍ଟ୍‌ ସ୍କାନର, ଗୋ ମେସେଜ୍‌, ଟ୍ରାଭେଲ୍‌ ଓ୍ବାଲପେପରର୍ସ, ସୁପର ଏସ୍‌ଏମ୍‌ଏସ୍‌ ଆଦି ରହିଛି ବୋଲି କୁଇକ୍‌ ହିଲ୍‌ ସିକ୍ୟୁରିଟି ଲାବ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ବଦଳୁଛି ଭୂଭାଗ, ବଢୁଛି ମରୁଭୂମି

ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍‌ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା...

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

ପ୍ରାଣୀଟିଏ ପାଇଁ ଜୀବନକୁ ବାଜି ଲଗାଇ ଦେଉଛନ୍ତି ଯୁବକ,ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ସିମ୍‌ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ

ବିଶ୍ୱରେ ଏପରି କୌଣସି ମୋବାଇଲ ନାହିଁ, ଯାହା ସିମ କାର୍ଡ ବିନା ଚାଲିଥାଏ। ପ୍ରତ୍ୟେକ ଫୋନରେ ସିମ ସ୍ଲଟ ରହିଛି। ସିମ କାର୍ଡର ନିଜସ୍ବ ଆକାର...

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା
Next Post Next post:
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts