E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…
2:33 pmJune 3, 2021

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍‌ ଫ୍ରି ଦେଉଥିବା ନେଇ ସେମେଜ୍‌ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ ଲିଙ୍କ୍‌କୁ କ୍ଲିକ୍‌ କରିବାକୁ ୟୁଜରଙ୍କୁ କୁହାଯାଉଛି। ଏଥିରେ କ୍ଲିକ୍‌ କରିବା ପରେ ପ୍ଲାନ୍‌ ଚୟନ କରିବାକୁ କୁହାଯାଉଛି। ,ହାପରେ ୧୦ ଜଣ ୟୁଜରଙ୍କୁ ଏହା ଶେୟାର କରିବାକୁ ନିର୍ଦ୍ଦେଶ ଦିଆଯାଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋକୁ ମଧ୍ୟ ସାମିଲ କରାଯାଇଛି। ତେବେ ଏହାର ତଦନ୍ତ କରି ପିଆଇବି ପକ୍ଷରୁ କୁହାଯାଇଛି ଯେ, ଏହା ଏକ ମିଥ୍ୟା ମେସେଜ୍‌ ଭାରତ ସରକାରଙ୍କ ପକ୍ଷରୁ ଏଭଳି କୌଣସି ଯୋଜନା ସମ୍ପର୍କରେ ଘୋଷଣା କରାଯାଇ ନାହିଁ। ଏହି ମେସେଜ୍‌ ପ୍ରତି ସାବଧାନ ରହିବାକୁ ପିଆଇବି କହିଛି। ଲିଙ୍କ୍‌ ମାଧ୍ୟମରେ ମୋବାଇଲରେ ସଫ୍ଟଓ୍ବେର ଭାଇରସ୍‌ ପ୍ରବେଶ କରିବା ସହିତ ଡାଟା ଚୋରୀ ହେବାର ଆଶଙ୍କା ରହିଥିବା ପିଆଇବି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା

ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…
Next Post Next post:
ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts