ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ନନ୍ଦ କିଶୋର ଅନେକ ଅନ୍ତର୍ଜାତୀୟ ମହିଳା ଫୁଟ୍ବଲ ଖେଳାଳି ସୃଷ୍ଟି କରିଥିଲେ।
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ
ପରଜଙ୍ଗ, ୧୩।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...
ପଡିଆରେ ଟାଓ୍ବେଲ୍ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ
ସାଉଥାମ୍ପଟନ୍,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍(ଡବ୍ଲୁଟିସି) ଫାଇନାଲ୍ରେ ଭାରତୀୟ ଦ୍ରୁତ ବୋଲର୍ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍ ନେଇ ଭାରତୀୟ ଦଳକୁ...
ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା
ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...
ଫ୍ରେଞ୍ଚ୍ ଓପନ ଟେନିସ: ଚତୁର୍ଥ ରାଉଣ୍ଡରେ ଜେଭରେଭ, ନିଶିକୋରି
ପ୍ୟାରିସ୍,୫।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍ ଓପନ ଶୁକ୍ରବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍ ଖେଳାଳି ଆଲେକଜାଣ୍ଡର ଜେଭରେଭ,...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ...


