ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍କୁ ଯିବେ ବୋଲି ଘୋଷଣା କରିଛନ୍ତି। ୫ ବର୍ଷର ହୋଇଥିବାବେଳେ ମହାକାଶକୁ ଯିବା ତାଙ୍କ ସ୍ବପ୍ନ ଥିଲା ବୋଲି ବେଜୋସ୍ ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ମହାକାଶରେ ୧୦ ମିନିଟ୍ର ଏହି ଯାତ୍ରା ମଧ୍ୟରୁ ୪ ମିନିଟ୍ ସ୍ପେସ୍ ଫ୍ଲାଇଟ୍ରେ ଥିବା ଯାତ୍ରୀ କରମାନ ଲାଇନ୍ (ପୃଥିବୀର ବାୟୁମଣ୍ଡଳ ଏବଂ ମହାକାଶ ମଧ୍ୟରେ ଥିବା ସୀମାରେଖା) ଉପରେ ବିତାଇବେ। ବ୍ଲୁ ଅରିଜିନ୍ ପକ୍ଷରୁ ନିର୍ମିତ ସ୍ପେସ୍ ଫ୍ଲାଇଟ୍ରେ ୬ ଜଣ ଯାତ୍ରୀ ପୃଥିବୀ ଉପରୁ ପ୍ରାୟ ୧୦୦ କିମି ପର୍ଯ୍ୟନ୍ତ ସବ୍ଅର୍ବିଟାଲ ସ୍ପେସ୍କୁ ଯାଇପାରିବେ।
Posted inଅନ୍ତର୍ଜାତୀୟ View All
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍ସି
ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର...
ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ
ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍ ଲିଲି...
ଜିନ୍ସ୍ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …
ପୋୟାଙ୍ଗୟାଙ୍ଗ୍,୭।୬: ଏବେ ଜିନ୍ସ୍ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...
ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ
ଷ୍ଟକ୍ହୋମ୍, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ...
ଲାଇଭ୍ ଶୋ’ବେଳେ ଏମ୍ପିଙ୍କ କଲର୍ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ
ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି।...
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...


