E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ
10:31 amJune 20, 2021

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ(ସିଏସ୍‌ଇ) ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସ ରିପୋର୍ଟ ଅନୁଯାୟୀ ଦେଶରେ ବେଙ୍ଗାଲୁରୁ ସର୍ବୋତ୍ତମ ରହଣି ରାଜଧାନୀର ମାନ୍ୟତା ହାସଲ କରି ୧ ନମ୍ବର ସ୍ଥାନରେ ରହିଥିବା ବେଳେ ଦ୍ୱିତୀୟରେ ଚେନ୍ନାଇ, ତୃତୀୟରେ ଶିମ୍‌ଲା ଏବଂ ଚତୁର୍ଥରେ ଭୁବନେଶ୍ୱର ରହିଛି।
ଏହି ମାନ୍ୟତା ହାସଲ ପାଇଁ ୪ ପ୍ରକାର ମାନଦଣ୍ଡ ଧାର୍ଯ୍ୟ କରାଯାଇଥିଲା। ଗୁଣବତ୍ତାସମ୍ପନ୍ନ ଜୀବନଧାରଣ, ଅର୍ଥନୈତିକ ସାମର୍ଥ୍ୟ, ସହନଶୀଳତା ଓ ନାଗରିକଙ୍କୁ ମିଳୁଥିବା ସୁବିଧା ।

ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସରେ ବେଙ୍ଗାଲୁରୁ ୬୬.୭ ସ୍କୋର କରିଥିବା ବେଳେ ଚେନ୍ନାଇ ୬୨.୬୧, ଶିମ୍‌ଲା ୬୦.୯ ଏବଂ ଭୁବନେଶ୍ୱର ୫୯.୮୫ ସ୍କୋର କରିଛି। ଆର୍ଥିକ ଦକ୍ଷତା ସର୍ଭେରେ ଭୁବନେଶ୍ୱର ୧୦୦ରୁ ୧୧.୫୭ ସ୍କୋର କରିଛି। ସିଏସ୍‌ଇ ପକ୍ଷରୁ କରାଯାଇଥିବା ସର୍ଭେରେ ମୁମ୍ବାଇ ୫ମ, ଦିଲ୍ଲୀ ୬ଷ୍ଠ, ଭୋପାଳ ୭ମ, ରାୟପୁର ୮ମ, ଗାନ୍ଧୀନଗର ୯ମ ଓ ଜୟପୁର ୧୦ମରେ ରହିଛି ।

ରାଜଧାନୀ ଭୁବନେଶ୍ବର ସିଏସ୍‌ଇ ସର୍ଭେର ଚତୁର୍ଥ ସ୍ଥାନରେ ରହିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ପ୍ରକଟ କରିଛନ୍ତି । ସମଗ୍ର ଦେଶରେ ଭୁବନେଶ୍ୱର ଅନୁକୂଳ ପରିବେଶ ଭାବରେ ଚତୁର୍ଥ ସ୍ଥାନରେ ରହିଛି । ଭୁବନେଶ୍ବର ପଛରେ ଦିଲ୍ଲୀ। ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସରେ ଭୁବନେଶ୍ବର ସ୍ଥାନ ପାଇବା ଓଡ଼ିଶା ପାଇଁ ଗର୍ବର ବିଷୟ ହୋଇଛି । ନାଗରିକ ମତାମତ ସର୍ଭେ ଆଧାରରେ ଭୁବନେଶ୍ୱରକୁ ୧୦୦ରୁ ୯୪.୮ ପ୍ରତିଶତ ମାର୍କ ମିଳିଥିବାବେଳେ ବେଙ୍ଗାଲୁରୁକୁ ୭୮ ପ୍ରତିଶତ, ଚେନ୍ନାଇକୁ ୮୨.୬ ପ୍ରତିଶତ , ଶିମ୍‌ଲାକୁ ୮୩.୩୯ ପ୍ରତିଶତ ମାର୍କ ମିଳିଛି । ସେହିଭଳି ଦେଶର ରାଜଧାନୀ ଦିଲ୍ଲୀକୁ ୬୯. ୪ ପ୍ରତିଶତ ମାର୍କ ମିଳିଛି ।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରହିବା ଲାଗି ସବୁଠାରୁ ଅନୁକୂଳ ରାଜଧାନୀ ତାଲିକାରେ ଭୁବନେଶ୍ବର ସ୍ଥାନ ପାଇଛି । ଗତ ମାର୍ଚ୍ଚରେ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀଙ୍କ ଦ୍ବାରା ପ୍ରକାଶିତ ଇଜ୍‌ ଅଫ୍‌ ଲିଭିଂ ସିଟି ତାଲିକାରେ ଭୁବନେଶ୍ବର ଦ୍ୱିତୀୟ ସ୍ଥାନ ହାସଲ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌...

୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ...

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…
Next Post Next post:
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts