E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌
10:04 amJune 17, 2021

ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଭ୍ଲାଡିମିର ପୁଟିନ ବୁଧବାର ପରସ୍ପର କରମର୍ଦ୍ଦନ କରିଛନ୍ତି। ଜାନୁୟରୀ ୨୦ରେ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ଥିଲା ପୁଟିନଙ୍କ ସହ ପ୍ରଥମ କରମର୍ଦ୍ଦନ। ଜେନେଭାରେ ଆମେରିକା-ରୁଷିଆ ବୁଝାମଣା ୧୯୮୫ରେ ତତ୍କାଳୀନ ୟୁଏସ୍‌ ରାଷ୍ଟ୍ରପତି ରୋନାଲ୍ଡ ରେଗାନ ଏବଂ ସୋଭିଏଟ୍‌ ନେତା ମିଖାଇଲ୍‌ ଗୋର୍ବାଚେଭ୍‌ଙ୍କ ମଧ୍ୟରେ ହୋଇଥିବା ଶୀତଳ ଯୁଦ୍ଧ ସମିଟ୍‌କୁ ମନେ ପକାଇଦେଇଛି। ଯଦିଓ ସେତେବେଳର ଉତ୍ତେଜନା ଏବେ ନାହିଁ, ତଥାପି ଦୁଇଟି ରାଷ୍ଟ୍ରପତି ନିର୍ବାଚନ ବେଳେ ଆମେରିକୀୟ ସଂସ୍ଥା ଉପରେ ସାଇବର ଆକ୍ରମଣଠାରୁ ଆରମ୍ଭ କରି ମାନବାଧିକାର ଉଲ୍ଲଂଘନ, ୟୁକ୍ରେନ ଓ ଅନ୍ୟ ୟୁରୋପୀୟ ରାଷ୍ଟ୍ର ବିରୋଧରେ ଆକ୍ରମଣାତ୍ମକ ମନୋଭାବ ଆଦି ଅନେକ ଅଭିଯୋଗ ଓ୍ବାଶିଂଟନ ମସ୍କୋ ବିରୋଧରେ ଆଣିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ...

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ...

ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …

ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲାବ୍‌ରୁ ବାହାରିନି ଭୂତାଣୁ: ବ୍ୟାଟ୍‌ ଓମ୍ୟାନ
Next Post Next post:
ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts