E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…
1:24 pmJune 15, 2021

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭ (୨୦୧୦-ଏନ୍‌ଓ୍ବାଇ-୬୫) ପୃଥିବୀ ମୁହାଁ ହୋଇଛି। ଏହା ଜୁନ୍‌ ୨୫ରେ ପୃଥିବୀକୁ ଅତିକ୍ରମ କରିବ। ଏହାର ଆକାର ଷ୍ଟାଚ୍ୟୁ ଅଫ୍‌ ଲିବର୍ଟିର ଦୁଇଗୁଣା। ଏହାର ଲମ୍ବ ୧୮୭ ମିଟର। ଗ୍ରହାଣୁପିଣ୍ଡଟି ସେକେଣ୍ଡ ପ୍ରତି ୧୩.୪ କିଲୋମିଟର ବେଗରେ ମାଡ଼ିଆସୁଛି। ଏହା ଏକ୍‌ ବୃହତ୍‌ ହିମଖଣ୍ଡ ବୋଲି ନାସା ପକ୍ଷରୁ କୁହାଯାଇଛି। ୪୬୦ କୋଟି ବର୍ଷ ତଳେ ସୃଷ୍ଟି ହୋଇଥିବା ସୌରମଣ୍ଡଳ ସମ୍ପର୍କରେ ଏହି ଗ୍ରହାଣୁପିଣ୍ଡରୁ ବହୁ ତଥ୍ୟ ମିଳି ପାରିବାର ସମ୍ଭାବନା ଥିବା ନାସା ପକ୍ଷରୁ କୁହାଯାଇଛି। ଏହା ୩.୫ କୋଟି ବର୍ଷ ପୁରୁଣା ହିମଖଣ୍ଡ ବୋଲି ନାସା କହିଛି। ଏହା ପୃଥିବୀର ଗୁରୁତ୍ୱାକର୍ଷଣ ଯୋଗୁ ଟାଣି ହୋଇ ଆସିଲେ ଭୟଙ୍କର ବିପଦ ସୃଷ୍ଟି ହେବା ସହିତ ପ୍ରଚଣ୍ଡ ବେଗରେ ଧକ୍କା ହେବାର ଆଶଙ୍କା ଥିବା ନାସା ପକ୍ଷରୁ ସୂଚନା ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…

ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍‌ ପର୍ଯ୍ୟନ୍ତ...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ...

ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ

ହେଲ୍‌ସିଙ୍କି,୨୩ା୬: ଫିନ୍‌ଲାଣ୍ଡକୁ ବିଶ୍ୱର ସବୁଠୁ ଖୁସି ଦେଶ ଭାବେ ଅଭିହିତ କରାଯାଇଥାଏ। ‘ଓ୍ବାଲର୍‌ଡ ହାପିନେସ୍‌ ରିପୋର୍ଟ’ରେ ଲଗାତର ସର୍ବାଗ୍ରେ ରହୁଥିବା ଏହି ଦେଶରେ କାମ କରିବା...

ମହିଳାଙ୍କ ପାଇଁ ସୁରକ୍ଷିତ ପର୍ଯ୍ୟଟନସ୍ଥଳୀ

ଭାରତରେ ଏମିତି କେତେକ ସ୍ଥାନ ଅଛି, ଯେଉଁଠାରେ ରାତି କଥା ତ ଛାଡ଼ ଦିନରେ ବି ମହିଳାମାନଙ୍କୁ ଏକୁଟିଆ କୁଆଡ଼େ ଯିବାବେଳେ ବେଶ୍‌ ସାବଧାନତା ଅବଲମ୍ବନ...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ
Next Post Next post:
ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts