ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ କରୁଥିବାର ଦେଖିବାକୁ ମିଳୁଛି। ଲୋକ ଜଣକ ଏଥିରେ ବିରକ୍ତ ନ ହୋଇ ଆନନ୍ଦରେ ଚଢ଼େଇ ସହିତ ଭୋଜନ କରୁଛନ୍ତି। ଚଢ଼େଇଟି ବଣି ବୋଲି ଭିଡ଼ିଓରୁ ଅନୁମାନ କରାଯାଉଛି। ମେଘରାଜ ଦେସାଲେ ନାମକ ଜଣେ ଇନଷ୍ଟାଗ୍ରାମ୍ ୟୁଜରଙ୍କ ଆକାଉଣ୍ଟ୍ରେ ଏହି ଭିଡ଼ିଓକୁ ଅପଲୋଡ୍ କରାଯାଇଛି। ଇତିମଧ୍ୟରେ ଏହି ଭିଡ଼ିଓକୁ ୨ ଲକ୍ଷ ୬୦ ହଜାରରୁ ଅଧିକ ଲାଇକ୍ ମିଳି ସାରିଛି। ଭିଡ଼ିଓକୁ ନେଇ ୟୁଜରମାନେ ଭିନ୍ନ ଭିନ୍ନ ସକରାତ୍ମକ ମନ୍ତବ୍ୟ ଦେବାରେ ଲାଗିଛନ୍ତି।
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ...
ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…
ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ...
ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ
ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି।...
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି
ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...
ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍ କଲେ ପ୍ରିୟଙ୍କା…
ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା...
ଅକ୍ଟୋବରରେ ତୃତୀୟ ଲହର
ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...


