ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ କରୁଥିବାର ଦେଖିବାକୁ ମିଳୁଛି। ଲୋକ ଜଣକ ଏଥିରେ ବିରକ୍ତ ନ ହୋଇ ଆନନ୍ଦରେ ଚଢ଼େଇ ସହିତ ଭୋଜନ କରୁଛନ୍ତି। ଚଢ଼େଇଟି ବଣି ବୋଲି ଭିଡ଼ିଓରୁ ଅନୁମାନ କରାଯାଉଛି। ମେଘରାଜ ଦେସାଲେ ନାମକ ଜଣେ ଇନଷ୍ଟାଗ୍ରାମ୍‌ ୟୁଜରଙ୍କ ଆକାଉଣ୍ଟ୍‌ରେ ଏହି ଭିଡ଼ିଓକୁ ଅପଲୋଡ୍‌ କରାଯାଇଛି। ଇତିମଧ୍ୟରେ ଏହି ଭିଡ଼ିଓକୁ ୨ ଲକ୍ଷ ୬୦ ହଜାରରୁ ଅଧିକ ଲାଇକ୍‌ ମିଳି ସାରିଛି। ଭିଡ଼ିଓକୁ ନେଇ ୟୁଜରମାନେ ଭିନ୍ନ ଭିନ୍ନ ସକରାତ୍ମକ ମନ୍ତବ୍ୟ ଦେବାରେ ଲାଗିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.