E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ
10:09 amJune 7, 2021

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି। ଏପରି ହେଲେ ବିଟ୍‌କଏନକୁ ବୈଧ କରିବାରେ ଏଲ୍‌ ସାଲଭେଡର ବିଶ୍ୱର ପ୍ରଥମ ଦେଶ ହେବ। ବିଟ୍‌କଏନ ଟେକ୍ନୋଲୋଜି ବ୍ୟବହାର କରି ଆଧୁନିକ ଆର୍ଥିକ ଭିତ୍ତିଭୂମି ନିର୍ମାଣ ପାଇଁ ଦେଶ ଡିଜିଟାଲ୍‌ ୱାଲେଟ୍‌ କମ୍ପାନୀ ଷ୍ଟ୍ରାଇକ୍‌ ସହ ସହଭାଗିତା କରୁଥିବା ସେ କହିଛନ୍ତି। ଏଲ୍‌ ସାଲଭେଡରରେ ଅଧିକାଂଶ ନଗଦ ଟଙ୍କା କାରବାର ହୋଇଥାଏ। ସେଠାରେ ପ୍ରାୟ ୭୦ ପ୍ରତିଶତ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ...

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...

ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…

ବେଜିଂ,୧।୬: ପୂର୍ବ ଲଦାଖରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ଘଟିଥିବା ହିଂସ୍ର ସଂଘର୍ଷରେ ଏବେ ନୂଅ୍ରା ମୋଡ଼ ଆସିଛି। ପୂର୍ବରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ
Next Post Next post:
ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts