E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ
6:33 pmJune 14, 2021

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ପ୍ରାୟ ୫୦ ଭାଜପା ନେତା ରାଜ୍ୟପାଳ ଜଗଦୀପ ଧନଖଡଙ୍କୁ ଭେଟି ଏକ ସ୍ମାରକପତ୍ର ଦାଖଲ କରିଥିଲେ। ଏହାପରେ ରାଜ୍ୟପାଳ କହିଛନ୍ତି ଯେ, ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ ସମେତ ୫୦ ଜଣ ବିଧାୟକ ମୋତେ ଏକ ସ୍ମାରକପତ୍ର ଦେଇଛନ୍ତି ।  ସେଥିରେ ସେମାନେ ପଶ୍ଚିମବଙ୍ଗର ଭୟାବହ ପରିସ୍ଥିତିକୁ ବର୍ଣ୍ଣନା କରିଛନ୍ତି ଏବଂ ମୁଖ୍ୟତଃ ଚାରିଟି ବିଷୟ ପ୍ରତି ଗୁରୁତ୍ୱାରୋପ କରିଛନ୍ତି ।
ରାଜ୍ୟପାଳ ଆହୁରି ମଧ୍ୟ କହିଛନ୍ତି , ମୁଁ ସମସ୍ତଙ୍କୁ ହାତ ଯୋଡି ଅପିଲ୍‌ କରିବାକୁ ଚାହୁଁଛି ଯେ, ଆମକୁ ରକ୍ତ ଭିଜା ବଙ୍ଗଳା ଦରକାର ନାହିଁ। ଏହି ପୃଥିବୀରେ ହିଂସା ପାଇଁ କୌଣସି ସ୍ଥାନ ନାହିଁ। ରାଜ୍ୟରେ ଭୟ ଏତେ ଅଧିକ ଯେ ଗଣତନ୍ତ୍ର ଶେଷ ନିଶ୍ୱାସ ନେଉଛି। ମୁଁ ସରକାରୀ କର୍ମଚାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଯେ ଗଣତନ୍ତ୍ରର ବିକାଶ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ।  ଆଶା କରୁଛି ମୁଖ୍ୟମନ୍ତ୍ରୀ ଆବଶ୍ୟକ ପଦକ୍ଷେପ ନେବେ ଏବଂ ସରକାର ସକାରାତ୍ମକ ଆଭିମୁଖ୍ୟ ଗ୍ରହଣ କରିବେ। ବଙ୍ଗଳାରେ ନିଆଁ ଲାଗିବାକୁ ଆମେ ଅନୁମତି ଦେଇ ପାରିବୁ ନାହିଁ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର...

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା
Next Post Next post:
ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts