ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଅଣ୍ଟାଭିଡ଼ିବା ଆରମ୍ଭ ହୋଇଛି। ୨୦୨୧ରେ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନର ପରାଜୟରୁ ଶିକ୍ଷା ଲାଭ କରିବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ମୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ୨୦୨୨ରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ମଣିପୁର ଏବଂ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭର୍ଚ୍ୟୁଆଲ୍ ସଭାର ଆୟୋଜନ କରିବା ଲାଗି ଯୋଜନା କରାଯାଇଛି। ଏସବୁ ସଭାରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ପ୍ରମୁଖ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.