E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ
1:48 pmJune 4, 2021

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇସାରିଲେଣି। ସୂଚନା ମୁତାବକ ମେ’ ୭ରେ ରାଜ୍ୟରେ ପ୍ରଥମ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିଲେ। ତେବେ ୨୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ ହୋଇସାରିଲେଣି। ସେଥିରୁ ୫୦୦ରୋଗୀ ମାତ୍ର ୧୧ ଦିନରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହରିଆଣାରେ ଏପର୍ଯ୍ୟନ୍ତ ମୋଟ ୧୦୨୫ ବ୍ଲାକ୍‌ ଫଙ୍ଗସ୍‌ ରେଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୮ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ୭୮୪ଜଣଙ୍କ ଚିକିତ୍ସା ଚାଲିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି। ଅନ୍ୟପଟେ ରାଜ୍ୟରେ ଇଞ୍ଜେକ୍ସନ ଅଭାବରୁ ରୋଗୀଙ୍କ ଚିକିତ୍ସା କରାଯାଇ ପାରୁନାହିଁ ବୋଲି ଗୃହମନ୍ତ୍ରୀ ଅନୀଲ ବିଜ କହିଛନ୍ତି। ତେବେ ଏନେଇ ସେ କେନ୍ଦ୍ରକୁ ଅବଗତ କରାଇଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟରେ ଇଞ୍ଜେକ୍ସନ ଉପଲବ୍ଧ କରାଇ ରୋଗୀଙ୍କ ଚିକିତ୍ସାକୁ ତ୍ୱରାନ୍ବିତ କରାଯିବ ବୋଲି ଅନୀଲ ବିଜ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍‌ ଥିବାରୁ ଜିଲା ଗ୍ରୀନ୍‌ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ...

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Next Post Next post:
କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍‌ ପକାଇଥିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts