E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…
12:20 pmJune 5, 2021

ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍‌ ଏବେ ବିବାଦରେ ଘେରରେ ଛନ୍ଦି ହୋଇ ପଡ଼ିଛି। ଟୁଇଟର୍‌ ପକ୍ଷରୁ ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇ ଦିଆଯାଇଛି। ଏହାକୁ ନେଇ ଦେଶରେ ହଇଚଇ ସୃଷ୍ଟି ହୋଇଛି। କିଛି ଦିନ ଧରି ଆକାଉଣ୍ଟ୍‌ ଲଗ୍‌ଇନ୍‌ ନ ହେବାରୁ ଏଭଳି ହୋଇଥିବା ଟୁଇଟର୍‌ ପକ୍ଷରୁ ସଫେଇ ଦିଆଯାଇଛି। ଏହାକୁ ଭେରିଫାଏ କରାଯିବା ପରେ ଖୁବ୍‌ ଶୀଘ୍ର ରିଷ୍ଟୋର କରି ଦିଆଯିବ ବୋଲି କୁହାଯାଇଛି। ଭାଗଓ୍ବତଙ୍କ ଆକାଉଣ୍ଟ ୨୦୧୯ ମେ’ରେ ତିଆରି କରାଯାଇଥିଲା। ସୂଚନାଯୋଗ୍ୟ ଶନିବାର ସକାଳେ ଉପରାଷ୍ଟ୍ରପତିଙ୍କ ଟୁଇଟର ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟିବାର ୨ ଘଣ୍ଟା ପରେ ଏହାକୁ ରିଷ୍ଟୋର କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…
Next Post Next post:
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts