ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍ ଏବେ ବିବାଦରେ ଘେରରେ ଛନ୍ଦି ହୋଇ ପଡ଼ିଛି। ଟୁଇଟର୍ ପକ୍ଷରୁ ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଦିଆଯାଇଛି। ଏହାକୁ ନେଇ ଦେଶରେ ହଇଚଇ ସୃଷ୍ଟି ହୋଇଛି। କିଛି ଦିନ ଧରି ଆକାଉଣ୍ଟ୍ ଲଗ୍ଇନ୍ ନ ହେବାରୁ ଏଭଳି ହୋଇଥିବା ଟୁଇଟର୍ ପକ୍ଷରୁ ସଫେଇ ଦିଆଯାଇଛି। ଏହାକୁ ଭେରିଫାଏ କରାଯିବା ପରେ ଖୁବ୍ ଶୀଘ୍ର ରିଷ୍ଟୋର କରି ଦିଆଯିବ ବୋଲି କୁହାଯାଇଛି। ଭାଗଓ୍ବତଙ୍କ ଆକାଉଣ୍ଟ ୨୦୧୯ ମେ’ରେ ତିଆରି କରାଯାଇଥିଲା। ସୂଚନାଯୋଗ୍ୟ ଶନିବାର ସକାଳେ ଉପରାଷ୍ଟ୍ରପତିଙ୍କ ଟୁଇଟର ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟିବାର ୨ ଘଣ୍ଟା ପରେ ଏହାକୁ ରିଷ୍ଟୋର କରାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.