E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି
10:34 pmJune 10, 2021

ଲା ପାଜ୍‌,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା ଭଳି ଘଟଣା ଘଟିଛି ବଲିଭିଆ ପାର୍ଲାମେଣ୍ଟରେ। ପୂର୍ବତନ ରାଷ୍ଟ୍ରପତି ଜେନିନ୍‌ ଅନେଜ୍‌ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ ମଙ୍ଗଳବାର ମୁହାଁମୁହିଁ ହୋଇଥିଲେ।

Watch: Fight breaks out in Bolivian Congress!

Bolivian politicians trade kicks and punches on Tuesday during a debate on recent arrests of former officials of the previous interim government of Jeanine Anez. pic.twitter.com/tVMZkIQ1q2

— Press TV (@PressTV) June 9, 2021

ମାସ ପାର୍ଟିର ଆଣ୍ଟୋନିଓ କୋଲକ୍ୟୁ ଓ ବିରୋଧୀ ଦଳର ନେତା ହେନରୀ ମଣ୍ଟେରିଓ ପରସ୍ପରକୁ ମୁଥ ଉପରେ ମୁଥ ମାରିଥିଲେ। ସେମାନଙ୍କୁ ଅଲଗା କରିଥିଲେ ପାର୍ଲାମେଣ୍ଟର ଅନ୍ୟ ସଦସ୍ୟମାନେ। ତାପରେ ଦୁଇ ମହିଳା ସିନେଟରଙ୍କ ମଧ୍ୟରେ ଆରମ୍ଭ ହୋଇଥିଲା ଫାଇଟ୍‌। ଉଲ୍ଲେଖଥାଉ କି, ମାର୍ଚ୍ଚରେ ରାଷ୍ଟ୍ରପତି ଜେନିନ୍‌ଙ୍କୁ ଆତଙ୍କବାଦ, ଅର୍ଥ ହେରଫେର, ଷଡ଼ଯନ୍ତ୍ର ଭଳି ସଙ୍ଗିନ ମାମଲାରେ ଗିରଫ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ

ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

ଲାବ୍‌ରୁ ବାହାରିନି ଭୂତାଣୁ: ବ୍ୟାଟ୍‌ ଓମ୍ୟାନ

ବେଜିଂ, ୧୭ା୬: ଚାଇନାର ଉହାନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍‌ ହୋଇଥିବା କଥା ଭୁଲ୍‌ ବୋଲି କହିଛନ୍ତି ଚାଇନା ବ୍ୟାଟ୍‌ ଓମ୍ୟାନ ଭାବେ...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...

ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ
Next Post Next post:
ସେନା ବିମାନ ଦୁର୍ଘଟଣା: ୧୨ ମୃତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts