E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଆଉନାହାନ୍ତି ମାରୁତିରାଓ କାଲେ
3:05 pmJune 1, 2021

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାରୁତିରାଓ ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ କାର୍ଯ୍ୟ କରିଥିଲେ। ସେ ‘ଦିଓ୍ବାର୍‌’, ‘ରୋଟି, କପଡା ଔର ମକାନ’, ‘କଭି କଭି’, ‘ଦୋ ଅନ୍‌ଜାନେ’, ‘ରଜିଆ ସୁଲତାନ’, ‘ପାକିଜା,’ ‘ଶୋର‘, ‘ପୂରବ୍‌ ଔର ପଶ୍ଚିମ’, ‘ମେରା ସାୟା’, ‘ୟାଦଗାର ’ଭଳି ଚଳଚ୍ଚିତ୍ର ପାଇଁ ସହକାରୀ କଳା ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି

ମୁମ୍ବାଇ: କିଙ୍ଗ୍‌ ଖାନ୍‌ ଶାହାରୁଖ ଏକ ସାକ୍ଷାତକାରରେ ତାଙ୍କ ପିଲାଦିନର ନାଁ ବିଷୟରେ କହିଥିଲେ। ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର ରେହମାନ। ଏହି ନାମ ...

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...

ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...

ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ରୁ ଓଲିଉଡ୍‌ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ କିଛି ନା କିଛି କାରଣକୁ...

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌...

ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ହନିମୁନ୍‌ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ

୯୦ ଦଶକରେ କପୁର ପରିବାରର ଝିଅ କରିସ୍ମା କପୁର ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ପାଇଥିଲେ। ଯେପର୍ଯ୍ୟନ୍ତ ସେ ବଲିଉଡରେ ଥିଲେ, ପରଦାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
Next Post Next post:
ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts