‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍ହିଟ୍ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାରୁତିରାଓ ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ କାର୍ଯ୍ୟ କରିଥିଲେ। ସେ ‘ଦିଓ୍ବାର୍’, ‘ରୋଟି, କପଡା ଔର ମକାନ’, ‘କଭି କଭି’, ‘ଦୋ ଅନ୍ଜାନେ’, ‘ରଜିଆ ସୁଲତାନ’, ‘ପାକିଜା,’ ‘ଶୋର‘, ‘ପୂରବ୍ ଔର ପଶ୍ଚିମ’, ‘ମେରା ସାୟା’, ‘ୟାଦଗାର ’ଭଳି ଚଳଚ୍ଚିତ୍ର ପାଇଁ ସହକାରୀ କଳା ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ।
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର...
ହିରୋ ହେବାକୁ ଚାହିଁଥିଲେ ଅମ୍ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ
ଅମ୍ରୀଶ ପୁରୀ, ଯିଏ ବଲିଉଡ୍ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ...
କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...
ଶୁଟିଂ ସେଟ୍ରେ ମାଗାଜିନ୍ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...
ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍ରେ ଏଭଳି କିଛି ସେଲିବ୍ରିଟି...
ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ...
ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ
ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ...
ଲକ୍ଡାଉନରେ ଡ୍ରାଇଭ୍ କରି ଫସିଲେ ଦିଶା-ଟାଇଗର
ମୁମ୍ବାଇ: ବି-ଟାଉନର ଲଭ୍ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍ଙ୍କୁ ଲକ୍ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍ରେ ବାହାରିଥିବା...


