E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବଲିଉଡ୍‌ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ
11:09 amJune 23, 2021

ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେମାନଙ୍କ ନାମ ପରିବର୍ତ୍ତନ କରିଥିଲେ। ଅନେକ ସେଲିବ୍ରିଟିଙ୍କ ଡାକ ନାଁ ଜାଣିଲେ ତାଙ୍କ ପ୍ରଶଂସକଙ୍କୁ ଅଜବ ଲାଗିବ।

ଏହି ତାଲିକାର ପ୍ରଥମ ନାମ ଶ୍ରଦ୍ଧା କପୁରଙ୍କ। ତାଙ୍କର ତିନୋଟି ଡାକନାମ ରହିଛି। ତାଙ୍କର ଡାକନାମଗୁଡିକ ହେଉଛି ଚିମ୍‌ଡି, ରାନୀ, ଶ୍ରେଡ।

ପ୍ରିୟଙ୍କା ଚୋପ୍ରା ଡାକ ନାମ ମିମି। ତାଙ୍କ ମା ତାଙ୍କୁ ଏହି ନାଁରେ ଡାକିଥାନ୍ତି।

ଆଲିଆ ଭଟ୍ଟଙ୍କୁ ତାଙ୍କ ମା ଏବଂ ଘନିଷ୍ଠ ବନ୍ଧୁମାନେ ଆଲୁ ବୋଲି ଡାକନ୍ତି।

ରଣବୀର କପୁରଙ୍କ ଡାକନାମ ଡଗୁ ବୋଲି କୁହାଯାଏ। ତେବେ ରଣବୀରଙ୍କ ମା’ ନୀତୁ ସ୍ନେହରେ ତାଙ୍କୁ ‘ରେମଣ୍ଡ’ ବୋଲି ଡାକନ୍ତି।

ସୋନମ କପୁରଙ୍କ ପିତା ଅନିଲ କପୁର ସ୍ନେହରେ ତାଙ୍କ ଝିଅକୁ ‘ଜିରାଫ’ ବୋଲି ଡାକନ୍ତି କାରଣ ତାଙ୍କର ଲମ୍ବା ବେକ ଅଛି।

ଏଥି ସହିତ ଅଭିନେତା ବରୁଣ ଧାୱନଙ୍କୁ ଘରେ ‘ପପୁ’ ନାମରେ ଡାକନ୍ତି।

ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ପିଲାଦିନେ ଘରେ ‘ଗୁଲୁ’ ବୋଲି ଡାକୁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…

ବମ୍ବେ: ବଲିଉଡ୍‌ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...

ବିବାହ ପୂର୍ବରୁ ଏହି ଅଭିନେତାଙ୍କ ସହ ଥିଲା ନୁସରତଙ୍କ ସମ୍ପର୍କ

କୋଲକାତା: ବେଙ୍ଗଲି ଅଭିନେତ୍ରୀ ତଥା ଏମ୍‌ପି ନୁସରତ ଜାହାଁ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୁସରତ ନିଖିଲ ଜୈନଙ୍କୁ ବିବାହ କରିଥିବା...

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

ଆଖିବୁଜିଲେ ଏହି ଅଭିିନେତ୍ରୀ

ଅଭିନେତ୍ରୀ ତାର୍‌ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
Next Post Next post:
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts