ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍ ଲୁକାଜ କୁବୋଟ ଓ ଏଡୁଆର୍ଡ ରୋଜର ଭାସେଲିନଙ୍କୁ ପରାସ୍ତ କରିଛନ୍ତି। ଫଳରେ ଭାରତୀୟ ଯୋଡ଼ି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସ ଖେଳିବା ଆଶାରେ ଥିବା ବୋପାନ୍ନା-ଶରନ ଏହି ୟୁରୋ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପୋଲାଣ୍ଡ-ଫ୍ରେଞ୍ଚ୍ ଯୋଡ଼ିଙ୍କୁ ୭-୬(୧୧), ୬-୪ ସେଟ୍ରେ ପରାସ୍ତ କରିଥିଲେ। ର଼୍ୟାଙ୍କିଙ୍ଗ୍ ଅନୁସାରେ ଟୋକିଓ ଅଲିମ୍ପିକ୍ସ ପାଇଁ ଜୁନ ୧୪କୁ କଟ୍ ଅଫ୍ ଡେଟ୍ ଭାବେ ଧରାଯାଉଛି। ଏହି ମଧ୍ୟରେ ବୋପାନ୍ନା (୩୪) ଓ ଶରନ (୭୫) ମିଳିତ ଭାବେ ୧୧୩ ର଼୍ୟାଙ୍କ ପଏଣ୍ଟ ପାଇଛନ୍ତି। ତେଣୁ ଅନ୍ୟ କୌଣସି ଦେଶର ପ୍ରତିଯୋଗୀ ଓହରିଲେ ଯାଇ ଭାରତୀୟ ଯୋଡ଼ିଙ୍କ ପାଇଁ ଅଲିମ୍ପିକ୍ସ ସୁଯୋଗ ସୃଷ୍ଟି ହେବ।
ଫାଇନାଲରେ ବୋଲିଂ କରିବେ କି କୋହଲି
ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ୟୁରୋ କପ୍ ଫୁଟ୍ବଲ: ସ୍ଲୋଭାକିଆର ବିଜୟ ଅଭିଯାନ
ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍ ଫୁଟ୍ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ସ୍ଲୋଭାକିଆ ୨-୧...
ଭାରତ ହାତକୁ ଆସୁନି ଆଇସିସି ଟ୍ରଫି
ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା...
ବ୍ୟାଟ୍ ଛାଡି ମାଇକ୍ ଧରିବେ ଏହି କ୍ରିକେଟର୍
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ...
ମୁହଁରେ ବଲ୍ ବାଜିବାରୁ ବ୍ୟାଟ୍ସମ୍ୟାନ୍ଙ୍କ ପଡିଲା ୭ ଷ୍ଟିଚ୍
କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...
ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ...
ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍କା
ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ...


