ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି। ରାଷ୍ଟ୍ରପତି ମୋକ୍ଗଓ୍ବିଟ୍ସିଙ୍କୁ ଦେବ୍ସ୍ବାନା ଡାଇମଣ୍ଡ କମ୍ପାନୀ ପକ୍ଷରୁ ଏହାକୁ ଉପହାର ସ୍ବରୂପ ଦିଆଯାଇଛି। ୧୯୦୫ରେ ଦକ୍ଷିଣ ଆଫ୍ରିକାରେ ମିଳିଥିବା ୩,୧୦୬ କ୍ୟାରେଟ୍ ବିଶିଷ୍ଟ କୁଲିନାନ୍ ଷ୍ଟୋନ୍ ବିଶ୍ୱର ସବୁଠୁ ବଡ଼ ହୀରା।
Posted inଅନ୍ତର୍ଜାତୀୟ View All
ଏଲିଜାବେଥ୍ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ...
ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
ଗାର୍ବୋନ୍,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍: ଆଇସିଇଆର୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍ମାନେ ୟୁଏଫ୍ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...
ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍: ଏଠାରେ ଆରମ୍ଭ ହେବ ଟିକାକରଣ…
ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ...
୧୧ ସହ ଗୁଣନର ସରଳ ଟ୍ରିକ୍
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...


