ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି। ରାଷ୍ଟ୍ରପତି ମୋକ୍ଗଓ୍ବିଟ୍ସିଙ୍କୁ ଦେବ୍ସ୍ବାନା ଡାଇମଣ୍ଡ କମ୍ପାନୀ ପକ୍ଷରୁ ଏହାକୁ ଉପହାର ସ୍ବରୂପ ଦିଆଯାଇଛି। ୧୯୦୫ରେ ଦକ୍ଷିଣ ଆଫ୍ରିକାରେ ମିଳିଥିବା ୩,୧୦୬ କ୍ୟାରେଟ୍ ବିଶିଷ୍ଟ କୁଲିନାନ୍ ଷ୍ଟୋନ୍ ବିଶ୍ୱର ସବୁଠୁ ବଡ଼ ହୀରା।
Posted inଅନ୍ତର୍ଜାତୀୟ View All
ଭର୍ଚୁଆଲ କରେନ୍ସି ବିଟ୍କଏନ ଏବେ ଏଲ୍ ସାଲଭେଡରରେ ହେବ ଲାଗୁ…
ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...
ବିପଦ ଆଣିଲା ନୂଆ ଭାରିଆଣ୍ଟ୍, ପୁଣି ଦିଆଯିବ ଭାକ୍ସିନ୍ ଡୋଜ୍…
ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍ ଯୋଗୁ...
୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...
ବେଜୋସ୍ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍ ପାଇଁ ୨୦୫ କୋଟି
ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍ ବେଜୋସ୍ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା...
ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼
ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭...
କୋଭିଡ୍ ମୂଳକୁ ଖୋଜ
ଓ୍ବାଶିଂଟନ, ୧ା୬: କୋଭିଡ୍-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...


