ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି। ରାଷ୍ଟ୍ରପତି ମୋକ୍ଗଓ୍ବିଟ୍ସିଙ୍କୁ ଦେବ୍ସ୍ବାନା ଡାଇମଣ୍ଡ କମ୍ପାନୀ ପକ୍ଷରୁ ଏହାକୁ ଉପହାର ସ୍ବରୂପ ଦିଆଯାଇଛି। ୧୯୦୫ରେ ଦକ୍ଷିଣ ଆଫ୍ରିକାରେ ମିଳିଥିବା ୩,୧୦୬ କ୍ୟାରେଟ୍ ବିଶିଷ୍ଟ କୁଲିନାନ୍ ଷ୍ଟୋନ୍ ବିଶ୍ୱର ସବୁଠୁ ବଡ଼ ହୀରା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.