ବ୍ରାସିଲିଆ,୨୦।୬: ବ୍ରାଜିଲ୍ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ ରାଷ୍ଟ୍ର। ସେଠାରେ ଗତ ୨୪ ଘଣ୍ଟାରେ ୮୨,୨୮୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୮,୮୩,୭୫୦ରେ ପହଞ୍ଚତ୍ଛି। ସଂକ୍ରମଣରେ ଆମେରିକା, ଭାରତ ପରେ ବ୍ରାଜିଲ୍ ତୃତୀୟ ସ୍ଥାନରେ ରହିଛି।
Posted inଅନ୍ତର୍ଜାତୀୟ View All
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ...
ଲ୍ୟାବ୍ରେ ତିଆରି ହେଲା ମା’ କ୍ଷୀର …
ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...
ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍
ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ।...
୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…
ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ...
୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...
ଲିନା ଏଫ୍ଟିସି ମୁଖ୍ୟ
ଫେସ୍ବୁକ୍, ଗୁଗଲ, ଆମାଜନ, ଆପଲ୍ ଭଳି ଟେକ୍ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍ କମିଶନ(ଏଫ୍ଟିସି)ର ମୁଖ୍ୟ...
୧୧ ସହ ଗୁଣନର ସରଳ ଟ୍ରିକ୍
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...
ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ
ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...


